ସିଫନୀୟ 3:5 - ଓଡିଆ ବାଇବେଲ5 ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ। Viz kapitolaପବିତ୍ର ବାଇବଲ5 ତଥାପି ପରମେଶ୍ୱର ସେହି ନଗର ପ୍ରତି ଧାର୍ମିକ ଅଟନ୍ତି। ସେ କୌଣସି ଭୁଲ୍ କରନ୍ତି ନାହିଁ। ସକାଳ ପରେ ସକାଳ, ସେ ତାଙ୍କ ନ୍ୟାୟ ବିଗ୍ଭର କରନ୍ତି। ପ୍ରାତଃକାଳରେ ସେ ତାହା ନିଶ୍ଚୟ କରନ୍ତି। କିନ୍ତୁ ସେହି ମନ୍ଦ ପ୍ରକୃତିର ଲୋକମାନେ ନିଜର କରିଥିବା ମନ୍ଦକାର୍ଯ୍ୟ ପାଇଁ ଲଜ୍ଜିତ ହୁଅନ୍ତି ନାହିଁ। Viz kapitola |