ସିଫନୀୟ 3:9 - ଓଡିଆ ବାଇବେଲ9 ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକ ମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା। Viz kapitolaପବିତ୍ର ବାଇବଲ9 ତା'ପରେ ଆମ୍ଭେ ଅନ୍ୟ ଦେଶର ଲୋକମାନଙ୍କୁ ଏପରି ପରିବର୍ତ୍ତନ କରିବା ଯେ ସେମାନେ ସ୍ପଷ୍ଟ ଭାବରେ ସଦାପ୍ରଭୁଙ୍କର ନାମ ଉଚ୍ଚାରଣ କରିବେ। ସେମାନେ ସମସ୍ତେ ଏକତ୍ରିତ ହୋଇ ଆମ୍ଭକୁ ଉପାସନା କରିବେ। Viz kapitola |