୧ ଥେସଲନୀକୀୟ 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ଯେପରି ଈଶ୍ବରଙ୍କ ସମ୍ବନ୍ଧରେ ଅଜ୍ଞ ଅଣଯିହୁଦୀମାନଙ୍କ ପରି କାମାଭିଳାଷୀ ନ ହୋଇ, Se kapitletପବିତ୍ର ବାଇବଲ (Re-edited) - (BSI)4 ଆଉ, ଯେପରି ଈଶ୍ଵରଙ୍କ ସମ୍ଵନ୍ଧରେ ଅଜ୍ଞ ବିଜାତିମାନଙ୍କ ପରି କାମାଭିଳାଷୀ ନ ହୋଇ Se kapitletଓଡିଆ ବାଇବେଲ4 ଆଉ, ଯେପରି ଈଶ୍ୱରଙ୍କ ସମ୍ବନ୍ଧରେ ଅଜ୍ଞ ଅଣଯିହୂଦୀମାନଙ୍କ ପରି କାମାଭିଳାଷୀ ନ ହୋଇ, Se kapitletପବିତ୍ର ବାଇବଲ (CL) NT (BSI)4-5 ଈଶ୍ୱରଙ୍କୁ ଜାଣି ନ ଥିବା ଇତର ଲୋକମାନଙ୍କ ପରି ପ୍ରତ୍ୟେକେ ନିଜ ନିଜର ସ୍ତ୍ରୀ ସହିତ କିପରି କାମତୁର ନ ହୋଇ ପବିତ୍ର ଓ ସମ୍ମାନଜନକ ଭାବରେ ଜୀବନ ଯାପନ କରିବା ଉଚିତ୍, ତାହା ତୁମ୍ଭମାନଙ୍କୁ ଜାଣିବାକୁ ହେବ। Se kapitletପବିତ୍ର ବାଇବଲ4 “ପରମେଶ୍ୱର ଗ୍ଭହାନ୍ତି ଯେ, ତୁମ୍ଭେମାନେ ପ୍ରତ୍ୟେକ ନିଜ ଶରୀରକୁ ସଂଯମ କରିବାକୁ ଶିଖ। ତୁମ୍ଭେମାନେ ନିଜ ଶରୀରକୁ ଏପରି ବ୍ୟବହାର କର ଯେ, ତାହା ପବିତ୍ର ହେବ ଓ ପରମେଶ୍ୱରଙ୍କୁ ଗୌରବ ଦେବ। ତୁମ୍ଭମାନଙ୍କ ଶରୀରକୁ କାମାସକ୍ତର ବଶବର୍ତ୍ତୀ ହେବାକୁ ଦିଅ ନାହିଁ। Se kapitlet |