2 ବଂଶାବଳୀ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସେ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା। Se kapitletପବିତ୍ର ବାଇବଲ (Re-edited) - (BSI)4 ପୁଣି, ସେ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା। Se kapitletଓଡିଆ ବାଇବେଲ4 ପୁଣି, ସେ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା। Se kapitletପବିତ୍ର ବାଇବଲ4 ଶୀଶକ୍ ଯିହୁଦାର ଦୃଢ଼ ନଗରଗୁଡ଼ିକୁ ପରାସ୍ତ କଲା। ଏହା ପରେ ଶୀଶକ୍ ଯିରୁଶାଲମକୁ ଆସିଲା। Se kapitlet |