2 ବଂଶାବଳୀ 13:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ ଦେଖ, ପରମେଶ୍ୱର ଆମ୍ଭମାନଙ୍କର ମସ୍ତକ ସ୍ୱରୂପ ଅଛନ୍ତି ଓ ତାହାଙ୍କ ଯାଜକମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ରଣତୂରୀ ବଜାଇବା ପାଇଁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି। ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତିକୂଳରେ ଯୁଦ୍ଧ ନ କର; କାରଣ ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ।” Se kapitletପବିତ୍ର ବାଇବଲ (Re-edited) - (BSI)12 ଆଉ ଦେଖ, ପରମେଶ୍ଵର ଆମ୍ଭମାନଙ୍କର ମସ୍ତକ ସ୍ଵରୂପ ଅଛନ୍ତି ଓ ତାହାଙ୍କ ଯାଜକମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ରଣତୂରୀ ବଜାଇବା-ପାଇଁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି। ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵରଙ୍କ ପ୍ରତିକୂଳରେ ଯୁଦ୍ଧ ନ କର; କାରଣ ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ। Se kapitletଓଡିଆ ବାଇବେଲ12 ଆଉ ଦେଖ, ପରମେଶ୍ୱର ଆମ୍ଭମାନଙ୍କର ମସ୍ତକ ସ୍ୱରୂପ ଅଛନ୍ତି ଓ ତାହାଙ୍କ ଯାଜକମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ରଣତୂରୀ ବଜାଇବା ପାଇଁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି। ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତିକୂଳରେ ଯୁଦ୍ଧ ନ କର; କାରଣ ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ।” Se kapitletପବିତ୍ର ବାଇବଲ12 ପରମେଶ୍ୱର ସ୍ୱୟଂ ଆମ୍ଭମାନଙ୍କ ସହିତ ରହିଛନ୍ତି। ସେ ଆମ୍ଭମାନଙ୍କର ଶାସକ ଅଟନ୍ତି, ଆଉ ତାଙ୍କର ଯାଜକମାନେ ଆମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭ ବିରୁଦ୍ଧରେ ଯୁଦ୍ଧର ଆହ୍ୱାନ ରୂପେ ପରମେଶ୍ୱରଙ୍କ ଯାଜକମାନେ ତାଙ୍କର ତୂରୀ ବଜାନ୍ତି। ହେ ଇସ୍ରାଏଲର ଲୋକମାନେ, ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ବିରୁଦ୍ଧରେ ଯୁଦ୍ଧ କର ନାହିଁ। ତୁମ୍ଭେମାନେ କେବେ ସଫଳ ହେବ ନାହିଁ।” Se kapitlet |