Online Bibel

- Annoncer -




2 ବଂଶାବଳୀ 14:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଉତ୍ତାରେ ଆସା ଓ ତାଙ୍କ ସଙ୍ଗୀ ଲୋକମାନେ ଗରାର ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗୋଡ଼ାଇଲେ; ତହିଁରେ କୂଶୀୟମାନଙ୍କର ଏତେ ଲୋକ ମାରା ପଡ଼ିଲେ ଯେ, ସେମାନେ ଆଉ ସବଳ ହୋଇ ଉଠି ପାରିଲେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ସୈନ୍ୟ ସମ୍ମୁଖରେ ବିନଷ୍ଟ ହେଲେ; ଏଣୁ ଯିହୁଦା-ଲୋକମାନେ ଅପାର ଲୁଟଦ୍ରବ୍ୟ ବହିନେଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

13 ଏଉତ୍ତାରେ ଆସା ଓ ତାଙ୍କ ସଙ୍ଗୀ ଲୋକମାନେ ଗରାର୍ ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗୋଡ଼ାଇଲେ; ତହିଁରେ କୂଶୀୟମାନଙ୍କର ଏତେ ଲୋକ ମାରା ପଡ଼ିଲେ ଯେ, ସେମାନେ ଆଉ ସବଳ ହୋଇ ଉଠି ପାରିଲେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ସୈନ୍ୟ ସମ୍ମୁଖରେ ବିନଷ୍ଟ ହେଲେ; ଏଣୁ ଯିହୁଦା-ଲୋକମାନେ ଅପାର ଲୁଟଦ୍ରବ୍ୟ ବହିନେଲେ।

Se kapitlet Kopi

ଓଡିଆ ବାଇବେଲ

13 ଏଉତ୍ତାରେ ଆସା ଓ ତାଙ୍କ ସଙ୍ଗୀ ଲୋକମାନେ ଗରାର ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗୋଡ଼ାଇଲେ; ତହିଁରେ କୂଶୀୟମାନଙ୍କର ଏତେ ଲୋକ ମାରା ପଡ଼ିଲେ ଯେ, ସେମାନେ ଆଉ ସବଳ ହୋଇ ଉଠି ପାରିଲେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ସୈନ୍ୟ ସମ୍ମୁଖରେ ବିନଷ୍ଟ ହେଲେ; ଏଣୁ ଯିହୁଦା-ଲୋକମାନେ ଅପାର ଲୁଟଦ୍ରବ୍ୟ ବହିନେଲେ।

Se kapitlet Kopi

ପବିତ୍ର ବାଇବଲ

13 ଆସା ଏବଂ ତାଙ୍କ ସୈନ୍ୟଦଳ ଇଥିଓପିୟ ସୈନ୍ୟଦଳଙ୍କ ପଛେ ପଛେ ଗରାର୍ ସହର ପର୍ଯ୍ୟନ୍ତ ଗୋଡ଼ାଇଲେ। ବହୁସଂଖ୍ୟକ ସୈନ୍ୟଗଣ ସାଂଘାତିକ ଭାବରେ କ୍ଷତାକ୍ତ ହେଲେ ଏବଂ ଆରୋଗ୍ୟ ହୋଇପାରିଲେ ନାହିଁ। ସେମାନେ ସଦାପ୍ରଭୁ ଓ ତାଙ୍କ ସୈନ୍ୟଦଳ ଦ୍ୱାରା ଚୂର୍ଣ୍ଣ ବିଚୂର୍ଣ୍ଣ ହୋଇଗଲେ ଆସା ଓ ତାଙ୍କର ସୈନ୍ୟଦଳ ଶତ୍ରୁମାନଙ୍କଠାରୁ ଅନେକ ବହୁମୂଲ୍ୟ ପଦାର୍ଥ ଲୁଟି ନେଲେ।

Se kapitlet Kopi




2 ବଂଶାବଳୀ 14:13

Følg os:

Annoncer


Annoncer