2 ବଂଶାବଳୀ 14:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ ସେ ଯିହୁଦାର ଲୋକମାନଙ୍କୁ ସେମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ, ପୁଣି ବ୍ୟବସ୍ଥା ଓ ଆଜ୍ଞା ପ୍ରତିପାଳନ କରିବାକୁ ଆଦେଶ ଦେଲେ। Se kapitletପବିତ୍ର ବାଇବଲ (Re-edited) - (BSI)4 ଆଉ ସେ ଯିହୁଦାର ଲୋକମାନଙ୍କୁ ସେମାନଙ୍କ ପିତୃଗଣର ପରମେଶ୍ଵର ସଦାପ୍ରଭୁଙ୍କର ଅନ୍ଵେଷଣ କରିବାକୁ, ପୁଣି ବ୍ୟବସ୍ଥା ଓ ଆଜ୍ଞା ପ୍ରତିପାଳନ କରିବାକୁ ଆଦେଶ ଦେଲେ। Se kapitletଓଡିଆ ବାଇବେଲ4 ଆଉ ସେ ଯିହୁଦାର ଲୋକମାନଙ୍କୁ ସେମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ, ପୁଣି ବ୍ୟବସ୍ଥା ଓ ଆଜ୍ଞା ପ୍ରତିପାଳନ କରିବାକୁ ଆଦେଶ ଦେଲେ। Se kapitletପବିତ୍ର ବାଇବଲ4 ଆସା ଯିହୁଦାର ଲୋକମାନଙ୍କୁ ସଦାପ୍ରଭୁ ପରମେଶ୍ୱରଙ୍କ ଅନୁଗମନ କରିବା ନିମନ୍ତେ ଆଦେଶ ଦେଲେ। ସେମାନଙ୍କର ପୂର୍ବପୁରୁଷମାନେ ସେହି ପରମେଶ୍ୱରଙ୍କୁ ହିଁ ଅନୁଗମନ କରୁଥିଲେ। ଆଉ ଆସା ସେମାନଙ୍କୁ ସଦାପ୍ରଭୁଙ୍କର ସମସ୍ତ ନିୟମ ଓ ଆଜ୍ଞାଗୁଡ଼ିକର ବାଧ୍ୟ ହେବା ନିମନ୍ତେ ଆଦେଶ ଦେଲେ। Se kapitlet |