2 ବଂଶାବଳୀ 17:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ତାଙ୍କର ପୁତ୍ର ଯିହୋଶାଫଟ୍ ତାଙ୍କର ପଦରେ ରାଜ୍ୟ କରି ଇସ୍ରାଏଲ ବିରୁଦ୍ଧରେ ଆପଣାକୁ ବଳବାନ କଲେ। Se kapitletପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ତାଙ୍କର ପୁତ୍ର ଯିହୋଶାଫଟ୍ ତାଙ୍କର ପଦରେ ରାଜ୍ୟ କରି ଇସ୍ରାଏଲ ବିରୁଦ୍ଧରେ ଆପଣାକୁ ବଳବାନ କଲେ। Se kapitletଓଡିଆ ବାଇବେଲ1 ଏଥିଉତ୍ତାରେ ତାଙ୍କର ପୁତ୍ର ଯିହୋଶାଫଟ୍ ତାଙ୍କର ପଦରେ ରାଜ୍ୟ କରି ଇସ୍ରାଏଲ ବିରୁଦ୍ଧରେ ଆପଣାକୁ ବଳବାନ କଲେ। Se kapitletପବିତ୍ର ବାଇବଲ1 ଆସାଙ୍କ ସ୍ଥାନରେ ଯିହୋଶାଫଟ୍ ଯିହୁଦାର ନୂତନ ରାଜା ହେଲେ। ଯିହୋଶାଫଟ୍ ଆସାଙ୍କର ପୁତ୍ର ଥିଲେ। ଯିହୋଶାଫଟ୍ ଯିହୁଦାକୁ ଆହୁରି ବଳିଷ୍ଠ କଲେ, ଯେପରି ସେମାନେ ଇସ୍ରାଏଲ ବିରୁଦ୍ଧରେ ଲଢ଼େଇ କରି ପାରିବେ। Se kapitlet |