2 ବଂଶାବଳୀ 17:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ସେ ଯିହୁଦାର ସକଳ ପ୍ରାଚୀର-ବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀ-ଦଳ ସ୍ଥାପନ କଲେ। Se kapitletପବିତ୍ର ବାଇବଲ (Re-edited) - (BSI)2 ପୁଣି ସେ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀଦଳ ସ୍ଥାପନ କଲେ। Se kapitletଓଡିଆ ବାଇବେଲ2 ପୁଣି ସେ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀ ଦଳ ସ୍ଥାପନ କଲେ। Se kapitletପବିତ୍ର ବାଇବଲ2 ଯିହୁଦାର ଯେଉଁ ସହରଗୁଡ଼ିକ ଦୁର୍ଗମାନଙ୍କରେ ପରିଣତ ହୋଇଥିଲା, ସେ ସେଠାରେ ସୈନ୍ୟମାନଙ୍କୁ ସ୍ଥାପନ କଲେ। ଯିହୋଶାଫଟ୍ ତାଙ୍କର ପିତା ଆସା ଅଧିକାର କରିଥିବା ଯିହୁଦା ଓ ଇଫ୍ରୟିମର ସହରଗୁଡ଼ିକରେ ଦୁର୍ଗମାନ ନିର୍ମାଣ କଲେ। Se kapitlet |