2 ବଂଶାବଳୀ 18:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହି ନାହିଁ?” Se kapitletପବିତ୍ର ବାଇବଲ (Re-edited) - (BSI)17 ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, ଏ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିନାହିଁ? Se kapitletଓଡିଆ ବାଇବେଲ17 ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ମୋ’ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହି ନାହିଁ ?” Se kapitletପବିତ୍ର ବାଇବଲ17 ଇସ୍ରାଏଲର ରାଜା ଯିହୋଶାଫଟଙ୍କୁ କହିଲେ, “ମୁଁ ତୁମ୍ଭକୁ କହିଥିଲି ଯେ, ମୀଖାୟ ମୋ’ ନିମନ୍ତେ କୌଣସି ଉତ୍ତମ ବାର୍ତ୍ତା ଆଣିବ ନାହିଁ। ମୋ’ ନିମନ୍ତେ ସେ କେବଳ ଖରାପ ବାର୍ତ୍ତା ଆଣେ।” Se kapitlet |