Online Bibel

- Annoncer -




2 ବଂଶାବଳୀ 19:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ଦେଖ, ସଦାପ୍ରଭୁଙ୍କ ସମସ୍ତ ବିଷୟରେ ପ୍ରଧାନ ଯାଜକ ଅମରୀୟ, ପୁଣି ରାଜାଙ୍କର ସମସ୍ତ ବିଷୟରେ ଇଶ୍ମାୟେଲର ପୁତ୍ର ଯିହୁଦା-ବଂଶାଧ୍ୟକ୍ଷ ସବଦୀୟ ତୁମ୍ଭମାନଙ୍କ ଉପରେ ନିଯୁକ୍ତ ଅଛନ୍ତି; ମଧ୍ୟ ଲେବୀୟମାନେ ତୁମ୍ଭମାନଙ୍କ ସମ୍ମୁଖରେ ଶାସନକର୍ତ୍ତା ହେବେ। ସାହସିକ ହୋଇ କର୍ମ କର ଓ ସଦାପ୍ରଭୁ ସୁଜନର ସହବର୍ତ୍ତୀ ହେଉନ୍ତୁ।”

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ ଦେଖ, ସଦାପ୍ରଭୁଙ୍କ ସମସ୍ତ ବିଷୟରେ ପ୍ରଧାନ ଯାଜକ ଅମରୀୟ, ପୁଣି ରାଜାଙ୍କର ସମସ୍ତ ବିଷୟରେ ଇଶ୍ମାୟେଲର ପୁତ୍ର ଯିହୁଦା-ବଂଶାଧ୍ୟକ୍ଷ ସବଦୀୟ ତୁମ୍ଭମାନଙ୍କ ଉପରେ ନିଯୁକ୍ତ ଅଛନ୍ତି; ମଧ୍ୟ ଲେବୀୟମାନେ ତୁମ୍ଭମାନଙ୍କ ସମ୍ମୁଖରେ ଶାସନକର୍ତ୍ତା ହେବେ। ସାହସିକ ହୋଇ କର୍ମ କର ଓ ସଦାପ୍ରଭୁ ସୁଜନର ସହବର୍ତ୍ତୀ ହେଉନ୍ତୁ।

Se kapitlet Kopi

ଓଡିଆ ବାଇବେଲ

11 ଆଉ ଦେଖ, ସଦାପ୍ରଭୁଙ୍କ ସମସ୍ତ ବିଷୟରେ ପ୍ରଧାନ ଯାଜକ ଅମରୀୟ, ପୁଣି ରାଜାଙ୍କର ସମସ୍ତ ବିଷୟରେ ଇଶ୍ମାୟେଲର ପୁତ୍ର ଯିହୁଦା-ବଂଶାଧ୍ୟକ୍ଷ ସବଦୀୟ ତୁମ୍ଭମାନଙ୍କ ଉପରେ ନିଯୁକ୍ତ ଅଛନ୍ତି; ମଧ୍ୟ ଲେବୀୟମାନେ ତୁମ୍ଭମାନଙ୍କ ସମ୍ମୁଖରେ ଶାସନକର୍ତ୍ତା ହେବେ। ସାହସିକ ହୋଇ କର୍ମ କର ଓ ସଦାପ୍ରଭୁ ସୁଜନର ସହବର୍ତ୍ତୀ ହେଉନ୍ତୁ।”

Se kapitlet Kopi

ପବିତ୍ର ବାଇବଲ

11 “ଅମରିୟ ପ୍ରଧାନ ଯାଜକ ଅଟନ୍ତି। ସଦାପ୍ରଭୁଙ୍କ ସମ୍ପର୍କୀତ ସମସ୍ତ ବିଷୟରେ ସେ ତୁମ୍ଭମାନଙ୍କର ମାଲିକ ହେବେ। ଆଉ ରାଜାଙ୍କ ସମ୍ପର୍କୀତ ସମସ୍ତ ବିଷୟରେ ସବଦିୟ ତୁମ୍ଭମାନଙ୍କର ମାଲିକ ହେବେ। ସବଦିୟଙ୍କ ପିତାଙ୍କର ନାମ ଇ‌ଶ୍‌ମାୟେଲ ଅଟେ। ସବଦିୟ ଯିହୁଦା ଗୋଷ୍ଠୀର ଜଣେ ନେତା ଅଟନ୍ତି। ଆହୁରି ମଧ୍ୟ, ଲେବୀୟମାନେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ ଯାହା ତୁମ୍ଭର ଦରକାର। ତୁମ୍ଭେମାନେ ସମସ୍ତ କାର୍ଯ୍ୟ ସାହସର ସହିତ କର। ଯେଉଁମାନେ ଯଥାର୍ଥ କର୍ମ କରନ୍ତି, ସଦାପ୍ରଭୁ ସେମାନଙ୍କର ସହିତ ରହନ୍ତି।”

Se kapitlet Kopi




2 ବଂଶାବଳୀ 19:11

Følg os:

Annoncer


Annoncer