Online Bibel

- Annoncer -




2 ବଂଶାବଳୀ 20:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ସେତେବେଳେ ମାରେଶା-ନିବାସୀ ଦୋଦବାହୁର ପୁତ୍ର ଇଲୀୟେଜର ଯିହୋଶାଫଟ୍‍ଙ୍କ ବିରୁଦ୍ଧରେ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲା, “ତୁମ୍ଭେ ଅହସୀୟ ସଙ୍ଗେ ମିଶିଅଛ, ଏହେତୁ ସଦାପ୍ରଭୁ ତୁମ୍ଭର କର୍ମସବୁ ବିନାଶ କରିଅଛନ୍ତି।” ତହିଁରେ ସେହି ସବୁ ଜାହାଜ ଭାଙ୍ଗିଗଲା ଓ ତର୍ଶୀଶକୁ ଯାଇ ପାରିଲା ନାହିଁ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

37 ସେତେବେଳେ ମାରେଶା-ନିବାସୀ ଦୋଦବାହୁର ପୁତ୍ର ଇଲୀୟେଷର ଯିହୋଶାଫଟ୍ଙ୍କ ବିରୁଦ୍ଧରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲା, ତୁମ୍ଭେ ଅହସୀୟ ସଙ୍ଗେ ମିଶିଅଛ, ଏହେତୁ ସଦାପ୍ରଭୁ ତୁମ୍ଭର କର୍ମସବୁ ବିନାଶ କରିଅଛନ୍ତି। ତହିଁରେ ସେହିସବୁ ଜାହାଜ ଭାଙ୍ଗିଗଲା, ତର୍ଶୀଶ୍କୁ ଯାଇ ପାରିଲା ନାହିଁ।

Se kapitlet Kopi

ଓଡିଆ ବାଇବେଲ

37 ସେତେବେଳେ ମାରେଶା-ନିବାସୀ ଦୋଦବାହୁର ପୁତ୍ର ଇଲୀୟେଜର ଯିହୋଶାଫଟ୍‍ଙ୍କ ବିରୁଦ୍ଧରେ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲା, ତୁମ୍ଭେ ଅହସୀୟ ସଙ୍ଗେ ମିଶିଅଛ, ଏହେତୁ ସଦାପ୍ରଭୁ ତୁମ୍ଭର କର୍ମସବୁ ବିନାଶ କରିଅଛନ୍ତି। ତହିଁରେ ସେହିସବୁ ଜାହାଜ ଭାଙ୍ଗିଗଲା ଓ ତର୍ଶୀଶ୍‍କୁ ଯାଇ ପାରିଲା ନାହିଁ।

Se kapitlet Kopi

ପବିତ୍ର ବାଇବଲ

37 ଏହା ପରେ ଇଲୀୟେଷର ଯିହୋଶାଫ‌ଟଙ୍କ ବିରୁଦ୍ଧରେ ଭବିଷ୍ୟ‌ଦ୍‌ବାଣୀ କଲେ। ଇଲୀୟେଷରଙ୍କ ପିତାଙ୍କର ନାମ ଥିଲା ଦୋଦବାହୁ। ଇଲୀୟେଷର ମାରେଶା ସହରନିବାସୀ ଥିଲେ। ସେ କହିଲେ, “ଯିହୋଶାଫଟ୍, ତୁମ୍ଭେ ଅହସିୟଙ୍କ ସହିତ ଯୋଗ ଦେଲ, ଏଥିନିମନ୍ତେ ସଦାପ୍ରଭୁ ତୁମ୍ଭର ସମସ୍ତ କର୍ମ ନଷ୍ଟ କରିବେ।” ସବୁ ଜାହାଜଗୁଡ଼ିକ ଭାଙ୍ଗିଗଲା, ତେଣୁ ଯିହୋଶାଫଟ୍ ଓ ଅହସିୟ ସେଗୁଡ଼ିକୁ ତର୍ଶୀଶକୁ ପଠାଇ ପାରିଲେ ନାହିଁ।

Se kapitlet Kopi




2 ବଂଶାବଳୀ 20:37

Følg os:

Annoncer


Annoncer