Online Bibel

- Annoncer -




2 ବଂଶାବଳୀ 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ ସେ ଗର୍ଭଗାରରେ ଜଞ୍ଜିର ନିର୍ମାଣ କରି ସେହି ସ୍ତମ୍ଭ ଉପରେ ରଖିଲେ ଓ ଏକ ଶହ ଡାଳିମ୍ବ ଆକୃତି କରି ସେହି ଜଞ୍ଜିର ଉପରେ ରଖିଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ ସେ ଗର୍ଭଗାରରେ ଜଞ୍ଜିର ନିର୍ମାଣ କରି ସେହି ସ୍ତମ୍ଭ ଉପରେ ରଖିଲେ ଓ ଏକ ଶହ ଡାଳିମ୍ଵ ଆକୃତି କରି ସେହି ଜଞ୍ଜିର ଉପରେ ରଖିଲେ।

Se kapitlet Kopi

ଓଡିଆ ବାଇବେଲ

16 ଆଉ ସେ ଗର୍ଭଗାରରେ ଜଞ୍ଜିର ନିର୍ମାଣ କରି ସେହି ସ୍ତମ୍ଭ ଉପରେ ରଖିଲେ ଓ ଏକ ଶହ ଡାଳିମ୍ବ ଆକୃତି କରି ସେହି ଜଞ୍ଜିର ଉପରେ ରଖିଲେ।

Se kapitlet Kopi

ପବିତ୍ର ବାଇବଲ

16 ଶଲୋମନ ହାର ପରି ଜଞ୍ଜିର ବନାଇଲେ। ଏହି ଜଞ୍ଜିରକୁ ସ୍ତମ୍ଭ ଦୁଇଟିର ଉପରି ଭାଗରେ ରଖିଲେ। ଶଲୋମନ 100ଟି ଡାଳିମ୍ବ ଆକୃତି ଚିତ୍ର ବନାଇଲେ ଏବଂ ସେଗୁଡ଼ିକୁ ଜଞ୍ଜିରରେ ଲଗାଇଲେ।

Se kapitlet Kopi




2 ବଂଶାବଳୀ 3:16

Følg os:

Annoncer


Annoncer