Online Bibel

- Annoncer -




2 ବଂଶାବଳୀ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି ସେ ମହାପବିତ୍ର ଗୃହ ନିର୍ମାଣ କଲେ; ତହିଁର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଥିଲା; ଆଉ ସେ ଛଅ ଶହ ତାଳନ୍ତ ଉତ୍ତମ ସୁବର୍ଣ୍ଣରେ ତାହା ମଡ଼ାଇଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ସେ ମହାପବିତ୍ର ଗୃହ ନିର୍ମାଣ କଲେ; ତହିଁର ଦୈର୍ଘ୍ୟତା ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଥିଲା; ଆଉ ସେ ଛଅ ଶହ ତାଳ; ଉତ୍ତମ ସୁବର୍ଣ୍ଣରେ ତାହା ମଡ଼ାଇଲେ।

Se kapitlet Kopi

ଓଡିଆ ବାଇବେଲ

8 ପୁଣି ସେ ମହାପବିତ୍ର ଗୃହ ନିର୍ମାଣ କଲେ; ତହିଁର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଥିଲା; ଆଉ ସେ ଛଅ ଶହ ତାଳନ୍ତ ଉତ୍ତମ ସୁବର୍ଣ୍ଣରେ ତାହା ମଡ଼ାଇଲେ।

Se kapitlet Kopi

ପବିତ୍ର ବାଇବଲ

8 ଏହା ପରେ ଶଲୋମନ ମହାପବିତ୍ର ସ୍ଥାନ ନିର୍ମାଣ କଲେ। ଏହା ମହାପବିତ୍ର ସ୍ଥଳର ଦୈର୍ଘ୍ୟ କୋଡ଼ିଏ ହାତ ଏବଂ ପ୍ରସ୍ଥ କୋଡ଼ିଏ ହାତ ଥିଲା। ଏହି ସ୍ଥାନ ମନ୍ଦିରର ଅବଶିଷ୍ଟ ସ୍ଥାନ ଭଳି ଥିଲା। ଏହି ମହାପବିତ୍ର ସ୍ଥଳର କାନ୍ଥରେ ଶଲୋମନ ଶୁଦ୍ଧ ସୁବର୍ଣ୍ଣ ମଡ଼ାଇଲେ। ଏହି ସୁନାର ଓଜନ 20,580 କିଲୋଗ୍ରାମରୁ ଅଧିକ ଥିଲା।

Se kapitlet Kopi




2 ବଂଶାବଳୀ 3:8

Følg os:

Annoncer


Annoncer