Online Bibel

- Annoncer -

2 ବଂଶାବଳୀ 6:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ତୁମ୍ଭ ପଥରେ ଚାଲିବା ପାଇଁ ସେମାନେ ତୁମ୍ଭଙ୍କୁ ଭୟ କରିବେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

31 ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ତୁମ୍ଭ ପଥରେ ଚାଲିବା ପାଇଁ ସେମାନେ ତୁମ୍ଭଙ୍କୁ ଭୟ କରିବେ।

Se kapitlet Kopi

ଓଡିଆ ବାଇବେଲ

ପବିତ୍ର ବାଇବଲ

31 ତେବେ ତୁମ୍ଭେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଥିବା ଦେଶରେ ଲୋକମାନେ ଯେତେକାଳ ବାସ କରିବେ, ସେତେଦିନ ପର୍ଯ୍ୟନ୍ତ ସେମାନେ ତୁମ୍ଭକୁ ଭୟ କରିବେ ଓ ତୁମ୍ଭକୁ ମାନିବେ।

Se kapitlet Kopi

2 ବଂଶାବଳୀ 6:31

Følg os:

Annoncer

Annoncer