Online Bibel

- Annoncer -




2 ବଂଶାବଳୀ 9:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ମିନାସ୍ ସୁନା ଲାଗିଲା; ଆଉ, ରାଜା ଲିବାନୋନ-ଅରଣ୍ୟ ଗୃହରେ ତାହାସବୁ ରଖିଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ଶହ (ଶେକଲ) ସୁନା ଲାଗିଲା; ଆଉ, ରାଜା ଲିବାନୋନ୍ ଅରଣ୍ୟ-ଗୃହରେ ତାହାସବୁ ରଖିଲେ।

Se kapitlet Kopi

ଓଡିଆ ବାଇବେଲ

16 ପୁଣି, ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ମିନାସ୍ ସୁନା ଲାଗିଲା; ଆଉ, ରାଜା ଲିବାନୋନ ଅରଣ୍ୟ-ଗୃହରେ ତାହାସବୁ ରଖିଲେ।

Se kapitlet Kopi

ପବିତ୍ର ବାଇବଲ

16 ଆହୁରି ମଧ୍ୟ ଶଲୋମନ ପିଟା ସୁନାରୁ 300ଟି କ୍ଷୁଦ୍ର ଢାଲ ନିର୍ମାଣ କଲେ। ପ୍ରତ୍ୟେକ ଢାଲ ନିମନ୍ତେ 300 ଶେକଲ ସୁନା ବ୍ୟବହୃତ ହୋଇଥିଲା। ରାଜା ଶଲୋମନ “ଲିବାନୋ‌ନ୍‌ର ଅରଣ୍ୟ” ନାମକ ଗୃହରେ ଏହି ସୁବର୍ଣ୍ଣ ଢାଲଗୁଡ଼ିକ ରଖିଲେ।

Se kapitlet Kopi




2 ବଂଶାବଳୀ 9:16

Følg os:

Annoncer


Annoncer