Online Bibel

- Annoncer -




2 ବଂଶାବଳୀ 9:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

27 ପୁଣି ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମିରି ବୃକ୍ଷ ପରି କଲେ।

Se kapitlet Kopi

ଓଡିଆ ବାଇବେଲ

27 ପୁଣି ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରି ବୃକ୍ଷ ପରି କଲେ।

Se kapitlet Kopi

ପବିତ୍ର ବାଇବଲ

27 ରୂପାର ପରିମାଣ ଏତେ ଥିଲା ଯେ, ତାହା ଯିରୁଶାଲମର ଗୋଡ଼ି, ପଥର ତୁଲ୍ୟ ଥିଲା। ଆଉ, ତାଙ୍କ ନିକଟରେ ଏତେ ପରିମାଣର ଦେବଦାରୁ କାଠ ଥିଲା ଯେ, ତାହା ଡିମ୍ବିରିଗଛ ତୁଲ୍ୟ ଥିଲା, ଯାହା ମାଳଭୂମିରେ ଯଥେଷ୍ଟ ପରିମାଣରେ ବଢ଼େ।

Se kapitlet Kopi




2 ବଂଶାବଳୀ 9:27

Følg os:

Annoncer


Annoncer