Online Bibel

- Annoncer -




2 ରାଜାବଳୀ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାର।”

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଅହସୀୟ ଶମରୀୟାସ୍ଥିତ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାର।

Se kapitlet Kopi

ଓଡିଆ ବାଇବେଲ

2 ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାର।”

Se kapitlet Kopi

ପବିତ୍ର ବାଇବଲ

2 ଏକଦା ଅହସିୟ ତାଙ୍କର ଶମରିୟାସ୍ଥିତ ଗୃହର ଛାତ ଉପରୁ ଝରକା ଦେଇ ପଡ଼ି ଆହତ ହେଲେ। ସେ ସଙ୍ଗେ ସଙ୍ଗେ ଦୂତମାନଙ୍କୁ ଆଦେଶ ଦେଲେ, “ଯାଅ, ମୁଁ ଏହି ଆଘାତରୁ ଆରୋଗ୍ୟ ଲାଭ କରିବି କି ନାହିଁ, ଏହା ଇକ୍ରୋଣର ଯାଜକ ବାଲ୍-ସବୂବଙ୍କୁ ଅନୁସନ୍ଧାନ କରି ପଗ୍ଭର।”

Se kapitlet Kopi




2 ରାଜାବଳୀ 1:2

Følg os:

Annoncer


Annoncer