2 ଶାମୁୟେଲ 11:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, “ହିତ୍ତୀୟ ଊରୀୟକୁ ମୋʼ ନିକଟକୁ ପଠାଇଦିଅ।” ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ ନିକଟକୁ ପଠାଇଦେଲା। Se kapitletପବିତ୍ର ବାଇବଲ (Re-edited) - (BSI)6 ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, ହିତ୍ତୀୟ ଊରୀୟକୁ ମୋʼ କତିକି ପଠାଇଦିଅ। ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ କତିକି ପଠାଇଦେଲା। Se kapitletଓଡିଆ ବାଇବେଲ6 ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, “ହିତ୍ତୀୟ ଊରୀୟକୁ ମୋ’ ନିକଟକୁ ପଠାଇଦିଅ।” ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ ନିକଟକୁ ପଠାଇଦେଲା। Se kapitletପବିତ୍ର ବାଇବଲ6 ତା'ପରେ ଦାଉଦ ଯୋୟାବ ନିକଟକୁ ଏକ ବାର୍ତ୍ତା ପଠାଇଲେ, “ଊରିୟ ଓ ହିତ୍ତୀୟକୁ ମୋ’ ପାଖକୁ ପଠାଅ।” ତେଣୁ ଯୋୟାବ ଊରିୟକୁ ଦାଉଦଙ୍କ ନିକଟକୁ ପଠାଇଲେ। Se kapitlet |