2 ଶାମୁୟେଲ 12:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସେହି ବ୍ୟକ୍ତି ତ ତୁମ୍ଭେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲଙ୍କ ହସ୍ତରୁ ରକ୍ଷା କଲୁ; Se kapitletପବିତ୍ର ବାଇବଲ (Re-edited) - (BSI)7 ଏଥିରେ ନାଥନ ଦାଉଦଙ୍କୁ କହିଲେ, ସେହି ବ୍ୟକ୍ତି ତ ତୁମ୍ଭେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲ ହସ୍ତରୁ ରକ୍ଷା କଲୁ; Se kapitletଓଡିଆ ବାଇବେଲ7 ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସେହି ବ୍ୟକ୍ତି ତ ତୁମ୍ଭେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲଙ୍କ ହସ୍ତରୁ ରକ୍ଷା କଲୁ; Se kapitletପବିତ୍ର ବାଇବଲ7 ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭେ ହେଉଛ ସେହି ଧନୀ ଲୋକ, ଯାହାକି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହିଛନ୍ତି, ‘ମୁଁ ତୁମ୍ଭକୁ ଇସ୍ରାଏଲର ରାଜା କରିବାକୁ ପସନ୍ଦ କଲି। ମୁଁ ତୁମ୍ଭକୁ ଶାଉଲଠାରୁ ରକ୍ଷା କଲି। Se kapitlet |