2 ଶାମୁୟେଲ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେତେବେଳେ ସରୁୟାର ପୁତ୍ର ଯୋୟାବ ଓ ଦାଉଦଙ୍କର ଦାସଗଣ ବାହାରି ଗିବୀୟୋନ୍ର ପୁଷ୍କରିଣୀ ନିକଟରେ ସେମାନଙ୍କୁ ଭେଟିଲେ; ପୁଣି ସେମାନଙ୍କର ଏକ ଦଳ ପୁଷ୍କରିଣୀର ଏକ ପାଖରେ, ଅନ୍ୟ ଦଳ ପୁଷ୍କରିଣୀର ଅନ୍ୟ ପାଖରେ ବସିଲେ। Se kapitletପବିତ୍ର ବାଇବଲ (Re-edited) - (BSI)13 ସେତେବେଳେ ସରୁୟାର ପୁତ୍ର ଯୋୟାବ ଓ ଦାଉଦଙ୍କର ଦାସଗଣ ବାହାରି ଗିବୀୟୋନର ପୁଷ୍କରିଣୀ ନିକଟରେ ସେମାନଙ୍କୁ ଭେଟିଲେ; ପୁଣି ସେମାନଙ୍କର; ଏକ ଦଳ ପୁଷ୍କରିଣୀର ଏକ ପାଖରେ, ଅନ୍ୟ ଦଳ ପୁଷ୍କରିଣୀର ଅନ୍ୟ ପାଖରେ ବସିଲେ। Se kapitletଓଡିଆ ବାଇବେଲ13 ସେତେବେଳେ ସରୁୟାର ପୁତ୍ର ଯୋୟାବ ଓ ଦାଉଦଙ୍କର ଦାସଗଣ ବାହାରି ଗିବୀୟୋନ୍ର ପୁଷ୍କରିଣୀ ନିକଟରେ ସେମାନଙ୍କୁ ଭେଟିଲେ; ପୁଣି ସେମାନଙ୍କର ଏକ ଦଳ ପୁଷ୍କରିଣୀର ଏକ ପାଖରେ, ଅନ୍ୟ ଦଳ ପୁଷ୍କରିଣୀର ଅନ୍ୟ ପାଖରେ ବସିଲେ। Se kapitletପବିତ୍ର ବାଇବଲ13 ସରୁୟାର ପୁତ୍ର ଯୋୟାବ୍ ଓ ଦାଉଦଙ୍କର ଉଚ୍ଚପଦସ୍ତ କର୍ମଗ୍ଭରୀମାନେ ମଧ୍ୟ ଗିବିୟୋନକୁ ଗଲେ। ସେମାନେ ଅବ୍ନର ଏବଂ ଈଶ୍ବୋଶତ୍ର କର୍ମଗ୍ଭରୀମାନଙ୍କୁ ଗିବିୟୋନର ଏକ ପୋଖରୀ ପାଖରେ ଭେଟିଲେ। ଯୋୟାବର ଦଳ ପୋଖରୀର ଏକ ପାର୍ଶ୍ୱରେ ବସିଲା ବେଳେ ଅବ୍ନରର ଦଳ ପୋଖରୀର ଅନ୍ୟ ପାର୍ଶ୍ୱରେ ବସିଲେ। Se kapitlet |