2 ଶାମୁୟେଲ 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିରେ ଅବ୍ନର ଯୋୟାବକୁ କହିଲା, “ଯୁବାମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରେ ଉଠି ଖେଳିବା ପାଇଁ କହନ୍ତୁ।” ତହୁଁ ଯୋୟାବ କହିଲା, “ଉଠନ୍ତୁ।” Se kapitletପବିତ୍ର ବାଇବଲ (Re-edited) - (BSI)14 ଏଥିରେ ଅବ୍ନର ଯୋୟାବକୁ କହିଲା, ଯୁବାମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରେ ଉଠି ଖେଳିବା ପାଇଁ କହନ୍ତୁ। ତହୁଁ ଯୋୟାବ କହିଲା, ଉଠନ୍ତୁ। Se kapitletଓଡିଆ ବାଇବେଲ14 ଏଥିରେ ଅବ୍ନର ଯୋୟାବକୁ କହିଲା, “ଯୁବାମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରେ ଉଠି ଖେଳିବା ପାଇଁ କହନ୍ତୁ।” ତହୁଁ ଯୋୟାବ କହିଲା, “ଉଠନ୍ତୁ।” Se kapitletପବିତ୍ର ବାଇବଲ14 ଅବ୍ନର ଯୋୟାବକୁ କହିଲେ, “ଯୁବକ ସୈନ୍ୟମାନେ ଆମ୍ଭମାନଙ୍କ ସମ୍ମୁଖରେ ପ୍ରତିଯୋଗିତା କରନ୍ତୁ।” ଯୋୟାବ ଉତ୍ତର ଦେଲେ, “ହଁ ପ୍ରତିଯୋଗିତା ହେଉ।” Se kapitlet |