2 ଶାମୁୟେଲ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହୁଁ ଦାଉଦ ଶାଉଲଙ୍କର ପୁତ୍ର ଈଶ୍ବୋଶତ ନିକଟକୁ ବାର୍ତ୍ତାବହମାନଙ୍କୁ ପଠାଇ କହିଲେ, “ମୁଁ ପଲେଷ୍ଟୀୟମାନଙ୍କର ଏକ ଶହ ସୁନ୍ନତ ଚର୍ମ ଦେଇ ଯାହାକୁ ବିବାହ କରିଅଛି, ମୋହର ଭାର୍ଯ୍ୟା ସେହି ମୀଖଲକୁ ମୋତେ ଦିଅ।” Se kapitletପବିତ୍ର ବାଇବଲ (Re-edited) - (BSI)14 ତହୁଁ ଦାଉଦ ଶାଉଲଙ୍କର ପୁତ୍ର ଈଶ୍ବୋଶତ ନିକଟକୁ ଦୂତମାନଙ୍କୁ ପଠାଇ କହିଲେ, ମୁଁ ପଲେଷ୍ଟୀୟ-ମାନଙ୍କର ଏକ ଶହ ସୁନ୍ନତ ଚର୍ମ ଦେଇ ଯାହାକୁ ବିବାହ କରିଅଛି, ମୋହର ଭାର୍ଯ୍ୟା ସେହି ମୀଖଲକୁ ମୋତେ ଦିଅ। Se kapitletଓଡିଆ ବାଇବେଲ14 ତହୁଁ ଦାଉଦ ଶାଉଲଙ୍କର ପୁତ୍ର ଈଶ୍ବୋଶତ ନିକଟକୁ ବାର୍ତ୍ତାବହମାନଙ୍କୁ ପଠାଇ କହିଲେ, “ମୁଁ ପଲେଷ୍ଟୀୟମାନଙ୍କର ଏକ ଶହ ସୁନ୍ନତ ଚର୍ମ ଦେଇ ଯାହାକୁ ବିବାହ କରିଅଛି, ମୋହର ଭାର୍ଯ୍ୟା ସେହି ମୀଖଲକୁ ମୋତେ ଦିଅ।” Se kapitletପବିତ୍ର ବାଇବଲ14 ଦାଉଦ ଶାଉଲଙ୍କର ପୁତ୍ର ଈଶ୍ବୋଶତ୍ଙ୍କ ନିକଟକୁ ଏକ ଦୂତ ପଠାଇ କହିଲେ, “ମୋର ସ୍ତ୍ରୀ ମୀଖଲକୁ ମୋତେ ଫେରାଇ ଦିଅ। ଯେହେତୁ ମୁଁ ତାକୁ ପାଇବା ପାଇଁ 100 ଜଣ ପଲେଷ୍ଟୀୟଙ୍କୁ ହତ୍ୟା କରିଛି”। Se kapitlet |