2 ଶାମୁୟେଲ 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଗୋଟିଏ ପୁତ୍ର ଥିଲା, ତାହାର ଦୁଇ ପାଦ ଛୋଟା। ଯିଷ୍ରିୟେଲରୁ ଶାଉଲ ଓ ଯୋନାଥନ ବିଷୟକ ସମ୍ବାଦ ଆସିବା ବେଳେ ତାହାକୁ ପାଞ୍ଚ ବର୍ଷ ହୋଇଥିଲା, ପୁଣି ତାହାର ସେବିକା ତାହାକୁ ନେଇ ପଳାଇଲା; ମାତ୍ର ପଳାଇବା ପାଇଁ ଚଞ୍ଚଳ ହେବାରୁ ପିଲା ପଡ଼ିଯାଇ ଛୋଟା ହେଲା। ତାହାର ନାମ ମଫୀବୋଶତ୍। Se kapitletପବିତ୍ର ବାଇବଲ (Re-edited) - (BSI)4 ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଗୋଟିଏ ପୁତ୍ର ଥିଲା, ତାହାର ଦୁଇ ପାଦ ଛୋଟା। ଯିଷ୍ରିୟେଲରୁ ଶାଉଲ ଓ ଯୋନାଥନ ବିଷୟକ ସମ୍ଵାଦ ଆସିବା ବେଳେ ତାହାକୁ ପାଞ୍ଚ ବର୍ଷ ହୋଇଥିଲା, ପୁଣି ତାହାର ଧାତ୍ରୀ ତାହାକୁ ନେଇ ପଳାଇଲା; ମାତ୍ର ପଳାଇବା ପାଇଁ ଚଞ୍ଚଳ ହେବାରୁ ପିଲା ପଡ଼ି ଯାଇ ଛୋଟା ହେଲା। ତାହାର ନାମ ମଫୀବୋଶତ୍। Se kapitletଓଡିଆ ବାଇବେଲ4 ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଗୋଟିଏ ପୁତ୍ର ଥିଲା, ତାହାର ଦୁଇ ପାଦ ଛୋଟା। ଯିଷ୍ରିୟେଲରୁ ଶାଉଲ ଓ ଯୋନାଥନ ବିଷୟକ ସମ୍ବାଦ ଆସିବା ବେଳେ ତାହାକୁ ପାଞ୍ଚ ବର୍ଷ ହୋଇଥିଲା, ପୁଣି ତାହାର ସେବିକା ତାହାକୁ ନେଇ ପଳାଇଲା; ମାତ୍ର ପଳାଇବା ପାଇଁ ଚଞ୍ଚଳ ହେବାରୁ ପିଲା ପଡ଼ି ଯାଇ ଛୋଟା ହେଲା। ତାହାର ନାମ ମଫୀବୋଶତ୍। Se kapitletପବିତ୍ର ବାଇବଲ4 ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଏକ ପୁତ୍ର ଥିଲେ, ଯାହାଙ୍କର ନାମଥିଲା ମଫୀବୋଶତ୍। ଯେତେବେଳେ ତାକୁ ମାତ୍ର ପାଞ୍ଚ ବର୍ଷ ବୟସ ହୋଇଥିଲା, ସେତେବେଳେ ଯିଷ୍ରିୟେଲରୁ ଖବର ଆସିଲା ଯେ, ଶାଉଲ ଏବଂ ଯୋନାଥନକୁ ହତ୍ୟା କରାଯାଇଛି। ଯେତେବେଳେ ମଫୀବୋଶତ୍ର ଧାତ୍ରୀ ଏ ଖବର ପାଇଲା, ସେ ମଫୀବୋଶତକୁ ଉଠାଇଲା ଏବଂ ସେ ଭୟରେ ଦୌଡ଼ି ପଳାଇଲା। କିନ୍ତୁ ପିଲାଟି ତଳେ ପଡ଼ିଗଲା ଏବଂ ତା'ପରେ ତା'ର ଦୁଇ ଗୋଡ଼ ଛୋଟା ହୋଇଗଲା। Se kapitlet |