2 ଶାମୁୟେଲ 6:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଏକ ନୂଆ ଶଗଡ଼ରେ ରଖି ପର୍ବତସ୍ଥ ଅବୀନାଦବର ଗୃହରୁ ଆଣିଲେ; ପୁଣି ଅବୀନାଦବର ପୁତ୍ର ଉଷ ଓ ଅହୀୟୋ ସେହି ନୂଆ ଶଗଡ଼ ଚଳାଇଲେ। Se kapitletପବିତ୍ର ବାଇବଲ (Re-edited) - (BSI)3 ପୁଣି ସେମାନେ ପରମେଶ୍ଵରଙ୍କ ସିନ୍ଦୁକ ଏକ ନୂଆ ଶଗଡ଼ରେ ରଖି ପର୍ବତସ୍ଥ ଅବୀନାଦବର ଗୃହରୁ ଆଣିଲେ; ପୁଣି ଅବୀନାଦବର ପୁତ୍ର ଉଷ ଓ ଅହୀୟୋ ସେହି ନୂଆ ଶଗଡ଼ ଚଳାଇଲେ। Se kapitletଓଡିଆ ବାଇବେଲ3 ପୁଣି ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଏକ ନୂଆ ଶଗଡ଼ରେ ରଖି ପର୍ବତସ୍ଥ ଅବୀନାଦବର ଗୃହରୁ ଆଣିଲେ; ପୁଣି ଅବୀନାଦବର ପୁତ୍ର ଉଷ ଓ ଅହୀୟୋ ସେହି ନୂଆ ଶଗଡ଼ ଚଳାଇଲେ। Se kapitletପବିତ୍ର ବାଇବଲ3 ଦାଉଦର ଲୋକମାନେ ସେହି ପବିତ୍ର ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାରକୁ ଆଣିଲେ। ସେଇ ଗୃହଟି ପର୍ବତ ଉପରେ ଅବସ୍ଥିତ ଥିଲା। ସେମାନେ ଏହି ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଏକ ନୂଆ ଶଗଡ଼ରେ ଲଦିଲେ ଏବଂ ଅବୀନାଦବର ପୁତ୍ର ଉଷ ଅହୀୟୋ ସେହି ନୂଆ ଶଗଡ଼କୁ ଚଲେଇଲେ। Se kapitlet |