Online Bibel

- Annoncer -




2 ଶାମୁୟେଲ 8:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

6 ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।

Se kapitlet Kopi

ଓଡିଆ ବାଇବେଲ

6 ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।

Se kapitlet Kopi

ପବିତ୍ର ବାଇବଲ

6 ତା'ପରେ ଦାଉଦ ଦମ୍ମେଶକର ଅରାମ ସୀମାରେ ସୈନ୍ୟଦଳମାନଙ୍କୁ ମୁତୟନ କଲେ। ଏବଂ ଅରାମୀୟମାନେ ଦାଉଦଙ୍କର ସେବକ ହୋଇଗଲେ। ସେମାନେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ। ଏହିଭଳି ଭାବରେ ଦାଉଦ ଯେଉଁ ଆଡ଼କୁ ଗଲେ ସଦାପ୍ରଭୁ ତାଙ୍କୁ ବିଜୟୀ କଲେ।

Se kapitlet Kopi




2 ଶାମୁୟେଲ 8:6

Følg os:

Annoncer


Annoncer