ଉପଦେଶକ 11:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସାତଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ। Se kapitletପବିତ୍ର ବାଇବଲ (Re-edited) - (BSI)2 ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ। Se kapitletଓଡିଆ ବାଇବେଲ2 ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ। Se kapitletପବିତ୍ର ବାଇବଲ2 ସାତ ଜଣଙ୍କୁ, ନଚେତ୍ ଆଠ ଜଣଙ୍କୁ ଅଂଶ ବିତରଣ କର, କାରଣ ପୃଥିବୀରେ କି ବିପଦ ଘଟିବ ତାହା ତୁମ୍ଭେ ଜାଣ ନାହିଁ। Se kapitlet |