ଉପଦେଶକ 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହୁଁ ମୁଁ ଜୀବନକୁ ଘୃଣା କଲି; ଯେହେତୁ ସୂର୍ଯ୍ୟ ତଳେ କୃତକାର୍ଯ୍ୟ ମୋʼ ପ୍ରତି କ୍ଲେଶବୋଧକ ହେଲା; କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର। Se kapitletପବିତ୍ର ବାଇବଲ (Re-edited) - (BSI)17 ତହୁଁ ମୁଁ ଜୀବନକୁ ଘୃଣା କଲି; ଯେହେତୁ ସୂର୍ଯ୍ୟ ତଳେ କୃତ କାର୍ଯ୍ୟ ମୋʼ ପ୍ରତି କ୍ଳେଶବୋଧକ ହେଲା; କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର। Se kapitletଓଡିଆ ବାଇବେଲ17 ତହୁଁ ମୁଁ ଜୀବନକୁ ଘୃଣା କଲି; ଯେହେତୁ ସୂର୍ଯ୍ୟ ତଳେ କୃତ କାର୍ଯ୍ୟ ମୋ’ ପ୍ରତି କ୍ଲେଶବୋଧକ ହେଲା; କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର। Se kapitletପବିତ୍ର ବାଇବଲ17 ସେଥିପାଇଁ ମୁଁ ଜୀବନକୁ ଘୃଣା କଲି। ସେଥି ନିମନ୍ତେ ମୁଁ ଅନୁଭବ କଲି, ସୂର୍ଯ୍ୟତଳେ ସମସ୍ତ ବିଷୟ ମନ୍ଦ। କାରଣ ଅର୍ଥହୀନ ଏବଂ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି। Se kapitlet |