ଉପଦେଶକ 2:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କାରଣ ତାହାର ଦିନସବୁ କେବଳ ଦୁଃଖମୟ ଓ ତାହାର କାର୍ଯ୍ୟ ମନସ୍ତାପଜନକ; ରାତ୍ରିରେ ମଧ୍ୟ ତାହାର ହୃଦୟ ବିଶ୍ରାମ ପାଏ ନାହିଁ। ଏହା ମଧ୍ୟ ଅସାର। Se kapitletପବିତ୍ର ବାଇବଲ (Re-edited) - (BSI)23 କାରଣ ତାହାର ଦିନସବୁ କେବଳ ଦୁଃଖମୟ ଓ ତାହାର ଆୟାସ ମନସ୍ତାପଜନକ; ରାତ୍ରିରେ ହିଁ ତାହାର ହୃଦୟ ବିଶ୍ରାମ ପାଏ ନାହିଁ। ଏହା ମଧ୍ୟ ଅସାର। Se kapitletଓଡିଆ ବାଇବେଲ23 କାରଣ ତାହାର ଦିନସବୁ କେବଳ ଦୁଃଖମୟ ଓ ତାହାର କାର୍ଯ୍ୟ ମନସ୍ତାପଜନକ; ରାତ୍ରିରେ ମଧ୍ୟ ତାହାର ହୃଦୟ ବିଶ୍ରାମ ପାଏ ନାହିଁ। ଏହା ମଧ୍ୟ ଅସାର। Se kapitletପବିତ୍ର ବାଇବଲ23 କାରଣ ତାହାର ଦିନସବୁ କେବଳ ଦୁଃଖମୟ ଓ ତାହାର ଆୟାସ ମନସ୍ତାପ ଜନକ ଅଟେ। ରାତ୍ରିରେ ହିଁ ତା'ର ହୃଦୟ ବିଶ୍ରାମ ପାଏ ନାହିଁ। ଏହା ମଧ୍ୟ ଅସାର। Se kapitlet |