ଉପଦେଶକ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନନ୍ତକାଳ ରଖିଅଛନ୍ତି; ତଥାପି ପରମେଶ୍ୱର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ୱ ପାଇ ପାରେ ନାହିଁ। Se kapitletପବିତ୍ର ବାଇବଲ (Re-edited) - (BSI)11 ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନ; କାଳ ରଖିଅଛନ୍ତି; ତଥାପି ପରମେଶ୍ଵର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ଵ ପାଇ ପାରେ ନାହିଁ। Se kapitletଓଡିଆ ବାଇବେଲ11 ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନନ୍ତ କାଳ ରଖିଅଛନ୍ତି; ତଥାପି ପରମେଶ୍ୱର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ୱ ପାଇ ପାରେ ନାହିଁ। Se kapitletପବିତ୍ର ବାଇବଲ11 ପରମେଶ୍ୱର ଏହା ଠିକ୍ ସମୟରେ ପ୍ରତ୍ୟେକ ଜିନିଷ ସୁନ୍ଦର କରନ୍ତି। ସେ ମଧ୍ୟ ଲୋକମାନଙ୍କ ମନରେ ଅନନ୍ତକାଳର ଧାରଣା ରଖନ୍ତି, କିନ୍ତୁ ସେମାନେ କେବେହେଲେ ପୁରାପୁରି ବୁଝିପାରନ୍ତି ନାହିଁ ଯେ, ପ୍ରତ୍ୟେକ ଜିନିଷ ପରମେଶ୍ୱର କରିଅଛନ୍ତି। Se kapitlet |