ଏଫିସୀୟ 5:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂତ ହୁଅ। Se kapitletପବିତ୍ର ବାଇବଲ (Re-edited) - (BSI)21 ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପର ବଶୀଭୂତ ହୁଅ। Se kapitletଓଡିଆ ବାଇବେଲ21 ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂୂତ ହୁଅ । Se kapitletପବିତ୍ର ବାଇବଲ (CL) NT (BSI)21 ଖ୍ରୀଷ୍ଟଙ୍କ ପ୍ରତି ତୁମ୍ଭମାନଙ୍କର ଭକ୍ତି ଥିବାରୁ ତୁମ୍ଭେମାନେ ପରସ୍ପରର ବଶବର୍ତ୍ତୀ ହୁଅ। Se kapitletପବିତ୍ର ବାଇବଲ21 ପରସ୍ପର ପ୍ରତି ବାଧ୍ୟ ହେବା ପାଇଁ ଇଚ୍ଛୁକ ହୁଅ। ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ସମ୍ମାନ କରୁଥିବାରୁ ଏହା କର। Se kapitlet |