ଯିରିମୀୟ 12:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ। Se kapitletପବିତ୍ର ବାଇବଲ (Re-edited) - (BSI)12 ଧ୍ଵଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ଼୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଛନ୍ତି; କୌଣସି ପ୍ରାଣୀର ଶାନ୍ତି ନାହିଁ। Se kapitletଓଡିଆ ବାଇବେଲ12 ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ। Se kapitletପବିତ୍ର ବାଇବଲ12 ଧ୍ୱଂସକାରୀଗଣ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରି ସକଳର ଉପରକୁ ଆସିଅଛନ୍ତି। କାରଣ ସଦାପ୍ରଭୁଙ୍କ ଖଡ଼୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି। କୌଣସି ପ୍ରାଣୀ ନିରାପଦ ନୁହେଁ। Se kapitlet |