ଯିରିମୀୟ 18:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟନ୍ତ ରୋମାଞ୍ଚଜନକ କାର୍ଯ୍ୟ କରିଅଛି। Se kapitletପବିତ୍ର ବାଇବଲ (Re-edited) - (BSI)13 ଏଣୁକରି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟ; ରୋମାଞ୍ଚଜନକ କାର୍ଯ୍ୟ କରିଅଛି। Se kapitletଓଡିଆ ବାଇବେଲ13 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟନ୍ତ ରୋମାଞ୍ଚଜନକ କାର୍ଯ୍ୟ କରିଅଛି। Se kapitletପବିତ୍ର ବାଇବଲ13 ଏଣୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଏବେ ନାନା ଦେଶୀୟ ଲୋକମାନଙ୍କୁ ପ୍ରଗ୍ଭର କର। ‘କିନ୍ତୁ ଏହା କିଏ ଶୁଣୁଅଛି?’ ଇସ୍ରାଏଲର କୁମାରୀ କନ୍ୟାଗଣ ଅତ୍ୟନ୍ତ ମର୍ମନ୍ତୁକ କାର୍ଯ୍ୟ କରିଅଛନ୍ତି। Se kapitlet |