Online Bibel

- Annoncer -




ଯିରିମୀୟ 18:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯଦି ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

8 ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯେବେ ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷା; ହେବା।

Se kapitlet Kopi

ଓଡିଆ ବାଇବେଲ

8 ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯଦି ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।

Se kapitlet Kopi

ପବିତ୍ର ବାଇବଲ

8 ମାତ୍ର ଯଦି ସେହି ଗୋଷ୍ଠୀ ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି ତେବେ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନରେ ସ୍ଥିର କରିଥିଲୁ, ସେଥିରୁ ଆମ୍ଭେ କ୍ଷାନ୍ତ ହେବା।

Se kapitlet Kopi




ଯିରିମୀୟ 18:8

Følg os:

Annoncer


Annoncer