Online Bibel

- Annoncer -




ଯିରିମୀୟ 22:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯତ୍ନ କରିବା ହେତୁରୁ କି ରାଜତ୍ୱ କରିବ? ତୁମ୍ଭର ପିତା କି ଭୋଜନପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ? ତହିଁରେ ତାହାର ମଙ୍ଗଳ ହେଲା।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

15 ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯନି କରିବା ହେତୁରୁ କି ରାଜତ୍ଵ କରିବ? ତୁମ୍ଭର ପିତା କି ଭୋଜନ ପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ? ତହିଁରେ ତାହାର ମଙ୍ଗଳ ହେଲା।

Se kapitlet Kopi

ଓଡିଆ ବାଇବେଲ

15 ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯତ୍ନ କରିବା ହେତୁରୁ କି ରାଜତ୍ୱ କରିବ ? ତୁମ୍ଭର ପିତା କି ଭୋଜନ ପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ ? ତହିଁରେ ତାହାର ମଙ୍ଗଳ ହେଲା।

Se kapitlet Kopi

ପବିତ୍ର ବାଇବଲ

15 “ହେ ଯିହୋୟାକୀମ୍, ତୁମ୍ଭେ ତୁମ୍ଭ ଗୃହରେ ବହୁ ଏରସ କାଠ ବ୍ୟବହାର କରି ବଡ଼ ରାଜା ହୋଇଯିବ ବୋଲି ଭାବୁଛ କି? ତୁମ୍ଭର ପିତା ଧର୍ମରେ ଖାଦ୍ୟ ପାନୀୟ ଦେଇ ଉତ୍ତମ ରାଜା ହେଲେ ଓ ଏହି ଧର୍ମାଚରଣ ଯୋଗୁଁ ସେଠାରେ ଉନ୍ନତି ହେଲା।

Se kapitlet Kopi




ଯିରିମୀୟ 22:15

Følg os:

Annoncer


Annoncer