Online Bibel

- Annoncer -




ଯିରିମୀୟ 22:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ଯଦି ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ୱାର ଦେଇ ପ୍ରବେଶ କରିବେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

4 କାରଣ ଯେବେ ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜଗଣ ରଥରେ ଓ ଅଶ୍ଵରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ଵାର ଦେଇ ପ୍ରବେଶ କରିବେ।

Se kapitlet Kopi

ଓଡିଆ ବାଇବେଲ

4 କାରଣ ଯଦି ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ୱାର ଦେଇ ପ୍ରବେଶ କରିବେ।’”

Se kapitlet Kopi

ପବିତ୍ର ବାଇବଲ

4 ଆଉ ଯଦି ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କର, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେ ଓ ତାଙ୍କର ଦାସଗଣଙ୍କ ସହିତ ସମସ୍ତ ଲୋକ ଏହି ଫାଟକ ଦେଇ ଗୃହରେ ପ୍ରବେଶ କରିବେ।

Se kapitlet Kopi




ଯିରିମୀୟ 22:4

Følg os:

Annoncer


Annoncer