ଯିରିମୀୟ 22:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର ଯଦି ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ। Se kapitletପବିତ୍ର ବାଇବଲ (Re-edited) - (BSI)5 ମାତ୍ର ଯେବେ ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ। Se kapitletଓଡିଆ ବାଇବେଲ5 ମାତ୍ର ଯଦି ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, “ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ।” Se kapitletପବିତ୍ର ବାଇବଲ5 ମାତ୍ର ତୁମ୍ଭେ ଯଦି ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ ଏହି ଗୃହ ଧ୍ୱଂସ ସ୍ତୁପରେ ପରିଣତ ହେବ।’” Se kapitlet |