ଯିରିମୀୟ 23:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଣୁକରି ‘ସଦାପ୍ରଭୁ କହନ୍ତି, ଦେଖ, ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;’ Se kapitletପବିତ୍ର ବାଇବଲ (Re-edited) - (BSI)7 ଏଣୁକରି ସଦାପ୍ରଭୁ କହନ୍ତି, ଦେଖ, ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ; Se kapitletଓଡିଆ ବାଇବେଲ7 ଏଣୁକରି ସଦାପ୍ରଭୁ କହନ୍ତି, “ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ; Se kapitletପବିତ୍ର ବାଇବଲ7 ଏଣୁକରି ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଅଛି, ଯେଉଁ ସମୟରେ ଲୋକମାନେ କହିବେ ନାହିଁ, ‘ସେହି ଜୀବିତ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣକୁ ମିଶର ଦେଶରୁ ବାହାରକରି ଆଣିଲେ।’ Se kapitlet |