Online Bibel

- Annoncer -




ଯିରିମୀୟ 24:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।

Se kapitlet Kopi

ଓଡିଆ ବାଇବେଲ

7 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।’

Se kapitlet Kopi

ପବିତ୍ର ବାଇବଲ

7 ଆମ୍ଭେ ସଦାପ୍ରଭୁ ଅଟୁ, ଏହା ସେମାନଙ୍କୁ ଜଣାଇବା ପାଇଁ ମନ ଦେବା। ତାହାହେଲେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା କାରଣ ସେମାନେ ସର୍ବାନ୍ତଃକରଣରେ ଆମ୍ଭ ନିକଟକୁ ଫେରି ଆସିବେ।”

Se kapitlet Kopi




ଯିରିମୀୟ 24:7

Følg os:

Annoncer


Annoncer