ଯିରିମୀୟ 25:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ। Se kapitletପବିତ୍ର ବାଇବଲ (Re-edited) - (BSI)15 କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ମୋତେ ଏହି କଥା କହନ୍ତି, ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ତ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ। Se kapitletଓଡିଆ ବାଇବେଲ15 କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ। Se kapitletପବିତ୍ର ବାଇବଲ15 ଇସ୍ରାଏଲର ପରମେଶ୍ୱର, ସଦାପ୍ରଭୁ ଏହା ମୋତେ କହିଲେ, “ହେ ଯିରିମିୟ, ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପକ ଦ୍ରାକ୍ଷାରସର ପାତ୍ର ନିଅ ଓ ଆମ୍ଭେ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀ ନିକଟକୁ ପଠାଉଅଛୁ, ସେମାନଙ୍କୁ ତାହା ପାନ କରାଅ। Se kapitlet |