ଯିରିମୀୟ 25:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆଉ, ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସୈନ୍ୟାଧିପତି ସଦାପ୍ରଭୁ ଏହିରୂପେ କଥା କହନ୍ତି, ତୁମ୍ଭେମାନେ ଅବଶ୍ୟ ପାନ କରିବ। Se kapitletପବିତ୍ର ବାଇବଲ (Re-edited) - (BSI)28 ଆଉ, ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସୈନ୍ୟାଧିପତି ସଦାପ୍ରଭୁ ଏହିରୂପେ କଥା କହନ୍ତି, ତୁମ୍ଭେମାନେ ଅବଶ୍ୟ ପାନ କରିବ। Se kapitletଓଡିଆ ବାଇବେଲ28 ଆଉ, ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସୈନ୍ୟାଧିପତି ସଦାପ୍ରଭୁ ଏହିରୂପେ କଥା କହନ୍ତି, ‘ତୁମ୍ଭେମାନେ ଅବଶ୍ୟ ପାନ କରିବ।’ Se kapitletପବିତ୍ର ବାଇବଲ28 “ପୁଣି ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ନିଶ୍ଚୟ ତାହା ପାନ କରିବ। Se kapitlet |