ଯିରିମୀୟ 25:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ। Se kapitletପବିତ୍ର ବାଇବଲ (Re-edited) - (BSI)4 ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ। Se kapitletଓଡିଆ ବାଇବେଲ4 ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ। Se kapitletପବିତ୍ର ବାଇବଲ4 ପୁଣି ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ବାରମ୍ବାର ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି। ମାତ୍ର ତୁମ୍ଭେମାନେ ତାହା ଶୁଣି ନାହଁ, କିଅବା ସେ କଥାପ୍ରତି କର୍ଣ୍ଣପାତ କରି ନାହଁ। Se kapitlet |