ଯିରିମୀୟ 26:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।” Se kapitletପବିତ୍ର ବାଇବଲ (Re-edited) - (BSI)15 କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ ଓ ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ। Se kapitletଓଡିଆ ବାଇବେଲ15 କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।” Se kapitletପବିତ୍ର ବାଇବଲ15 ତୁମ୍ଭେମାନେ ଯଦି ମୋତେ ବଧ କରିବ, ତେବେ ଏହା ନିଶ୍ଚିତ ରୂପେ ଜାଣ ଯେ ତୁମ୍ଭମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ଲାଗିବ। କାରଣ ଏହିସବୁ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।” Se kapitlet |