Online Bibel

- Annoncer -




ଯିରିମୀୟ 31:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁ ଜଗି ରହିବା, ଏହା ସଦାପ୍ରଭୁ କହନ୍ତି।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

28 ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁଜଗି ରହିବା, ଏହା ସଦାପ୍ରଭୁ କହନ୍ତି।

Se kapitlet Kopi

ଓଡିଆ ବାଇବେଲ

28 ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁ ଜଗି ରହିବା,” ଏହା ସଦାପ୍ରଭୁ କହନ୍ତି।

Se kapitlet Kopi

ପବିତ୍ର ବାଇବଲ

28 ଅତୀତରେ ଆମ୍ଭେ ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ, ବିନାଶ ଓ କ୍ଳେଶ ଦେଇଥିଲୁ। ମାତ୍ର ବର୍ତ୍ତମାନ ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା। ଆଉ ସେମାନଙ୍କର ଯତ୍ନ ନେଇ ସେମାନଙ୍କୁ ଶକ୍ତିଶାଳୀ କରିବା।” ଏହା ସଦାପ୍ରଭୁ କହନ୍ତି।

Se kapitlet Kopi




ଯିରିମୀୟ 31:28

Følg os:

Annoncer


Annoncer