ଯିରିମୀୟ 35:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ। Se kapitletପବିତ୍ର ବାଇବଲ (Re-edited) - (BSI)15 ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍-ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ଶୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷ-ମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ। Se kapitletଓଡିଆ ବାଇବେଲ15 ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ। Se kapitletପବିତ୍ର ବାଇବଲ15 ଆଉ ମଧ୍ୟ ଆମ୍ଭେ ଆମ୍ଭର ସମସ୍ତ ଦାସ ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭ ନିକଟକୁ ପଠାଇଅଛୁ। ଆଉ ସେମାନେ ତୁମ୍ଭମାନଙ୍କୁ ବାରମ୍ବାର କହି ଅଛନ୍ତି, “ତୁମ୍ଭେମାନେ ନିଜ ନିଜ କୁପଥରୁ ନିବୃତ୍ତ ହୁଅ, ନିଜ ନିଜ ଆଚରଣ ସଂଶୋଧନ କର ଓ ଅନ୍ୟ ଦେବଗଣର ସେବା କରି ସେମାନଙ୍କୁ ଅନୁସରଣ କର ନାହିଁ। ତାହାହେଲେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭେ ଯେଉଁ ଦେଶ ଦେଇଅଛୁ ତହିଁରେ ତୁମ୍ଭେମାନେ ବାସ କରିବ।” ମାତ୍ର ତୁମ୍ଭେମାନେ ତାହା କର୍ଣ୍ଣପାତ କରି ନାହଁ କିଅବା ଆମ୍ଭ ବାକ୍ୟରେ ଅବଧାନ କରି ନାହଁ। Se kapitlet |