ଯିରିମୀୟ 38:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।” Se kapitletପବିତ୍ର ବାଇବଲ (Re-edited) - (BSI)4 ତହିଁରେ ଅଧିପତିମାନେ ରାଜାକୁ କହିଲେ, ଆମ୍ଭେମାନେ ବିନୟ କରୁଅଛୁ , ଏହି ଲୋକର ପ୍ରାଣଦଣ୍ତର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି। Se kapitletଓଡିଆ ବାଇବେଲ4 ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି। Se kapitletପବିତ୍ର ବାଇବଲ4 ତେଣୁ ସେହି ଅଧିପତିଗଣ ରାଜାଙ୍କୁ କହିଲେ, “ଆମ୍ଭେମାନେ ଅନୁରୋଧ କରୁଅଛୁ, ଏହି ଯିରିମିୟକୁ ମୃତ୍ୟୁଦଣ୍ଡ ହେଉ। କାରଣ ସେ ଏହି ନଗରର ଅବଶିଷ୍ଟ ଯୋଦ୍ଧାମାନଙ୍କୁ ଏହି ପ୍ରକାର କଥା କହି ନିରୁତ୍ସାହିତ କରୁଅଛି। ପୁଣି ସେ ଏହି ଲୋକମାନଙ୍କର ମଙ୍ଗଳ ଗ୍ଭହୁଁ ନାହିଁ, ବରଂ ସେମାନଙ୍କର ଅମଙ୍ଗଳ ଗ୍ଭହୁଁଛି।” Se kapitlet |