ଯିରିମୀୟ 38:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍-ମେଲକ ନାମକ ଜଣେ କୂଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ୍ ଦ୍ୱାରରେ ଉପବିଷ୍ଟ ଥିଲା। Se kapitletପବିତ୍ର ବାଇବଲ (Re-edited) - (BSI)7 ଏଥି ମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି , ରାଜଗୃହସ୍ଥିତ ଏବଦ୍-ମେଲକ୍ ନାମକ ଜଣେ କୁଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ ଦ୍ଵାରରେ ଉପବିଷ୍ଟ ଥିଲା। Se kapitletଓଡିଆ ବାଇବେଲ7 ଏଥି ମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍-ମେଲକ ନାମକ ଜଣେ କୂଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ୍ ଦ୍ୱାରରେ ଉପବିଷ୍ଟ ଥିଲା। Se kapitletପବିତ୍ର ବାଇବଲ7 କିନ୍ତୁ ଯିରିମିୟ ଖଣାରେ ପତିତ ହୋଇଥିବା କଥା ରାଜଗୃହସ୍ଥିତ ଏବଦ୍ମେଲକ ନାମକ ଜଣେ ନପୁଂସକ ଲୋକ ଶୁଣିଲା। ସେହି ସମୟରେ ରାଜା ସିଦିକିୟ ବିନ୍ୟାମୀନ ଫାଟକରେ ବସିଥିଲେ। Se kapitlet |