ଯିରିମୀୟ 40:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟ ସେମାନଙ୍କ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି କହିଲା, “ତୁମ୍ଭେମାନେ କଲ୍ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ, ବାବିଲ ରାଜାର ଦାସ ହୋଇ ଦେଶରେ ବାସ କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ। Se kapitletପବିତ୍ର ବାଇବଲ (Re-edited) - (BSI)9 ପୁଣି, ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟ ସେମାନଙ୍କ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି କହିଲା, ତୁମ୍ଭେମାନେ କଲ୍ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ, ବାବିଲ ରାଜାର ଦାସ ହୋଇ ଦେଶରେ ବାସ କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ। Se kapitletଓଡିଆ ବାଇବେଲ9 ପୁଣି, ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟ ସେମାନଙ୍କ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି କହିଲା, “ତୁମ୍ଭେମାନେ କଲ୍ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ, ବାବିଲ ରାଜାର ଦାସ ହୋଇ ଦେଶରେ ବାସ କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ। Se kapitletପବିତ୍ର ବାଇବଲ9 ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିୟ ସେହି ସୈନ୍ୟମାନଙ୍କ ଓ ସେମାନଙ୍କର ଲୋକମାନଙ୍କ ନିକଟରେ ଶପଥ କରି କହିଲା, “ତୁମ୍ଭେମାନେ କଲ୍ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ। ବାବିଲ ରାଜାର ସେବାକାରି ଏହି ଦେଶରେ ବାସ କର। ଏଥିରେ ତୁମ୍ଭମାନଙ୍କର ମଙ୍ଗଳ ହେବ। Se kapitlet |