Online Bibel

- Annoncer -




ଯିରିମୀୟ 41:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସପ୍ତମ ମାସରେ ରାଜାର ଅମାତ୍ୟମାନଙ୍କ ମଧ୍ୟରେ ଗଣିତ ରାଜବଂଶୀୟ, ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହା ସଙ୍ଗେ ଦଶ ଜଣ ପୁରୁଷ ମିସ୍ପାକୁ ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଆସିଲେ; ଆଉ, ସେମାନେ ମିସ୍ପାରେ ଏକତ୍ର ଭୋଜନ କଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସପ୍ତମ ମାସରେ ରାଜାର ଅମାତ୍ୟମାନଙ୍କ ମଧ୍ୟରେ ଗଣିତ ରାଜବଂଶୀୟ, ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହା ସଙ୍ଗେ ଦଶ ଜଣ ପୁରୁଷ ମିସ୍ପାକୁ ଅହୀକାମର ପୁତ୍ର ଗଦଲୀୟ କତିକୁ ଆସିଲେ; ଆଉ, ସେମାନେ ମିସ୍ପାରେ ଏକତ୍ର ଭୋଜନ କଲେ।

Se kapitlet Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସପ୍ତମ ମାସରେ ରାଜାର ଅମାତ୍ୟମାନଙ୍କ ମଧ୍ୟରେ ଗଣିତ ରାଜବଂଶୀୟ, ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହା ସଙ୍ଗେ ଦଶ ଜଣ ପୁରୁଷ ମିସ୍ପାକୁ ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଆସିଲେ; ଆଉ, ସେମାନେ ମିସ୍ପାରେ ଏକତ୍ର ଭୋଜନ କଲେ।

Se kapitlet Kopi

ପବିତ୍ର ବାଇବଲ

1 ଅନନ୍ତର ସପ୍ତମ ମାସରେ ରାଜବଂଶୀ ଇଲୀଶାମାର ପୌତ୍ର ନଥନିୟର ପୁତ୍ର ଇ‌ଶ୍‌ମାୟେଲ ଦଶ ଜଣ ପୁରୁଷଙ୍କ ସହିତ ଅହୀକାମର ପୁତ୍ର ଗଦଲିୟ ନିକଟକୁ ମି‌‌ସ୍‌‌ପାକୁ ଆସିଲେ। ସେମାନେ ସେଠାରେ ଗଦଲିୟ ସହିତ ଏକତ୍ର ଭୋଜନ କଲେ।

Se kapitlet Kopi




ଯିରିମୀୟ 41:1

Følg os:

Annoncer


Annoncer