ଯିରିମୀୟ 42:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’ Se kapitletପବିତ୍ର ବାଇବଲ (Re-edited) - (BSI)20 ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵରଙ୍କ ନିକଟକୁ ମୋତେ ପଠାଇ କହିଲ, ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ; Se kapitletଓଡିଆ ବାଇବେଲ20 ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’ Se kapitletପବିତ୍ର ବାଇବଲ20 ପୁଣି ତୁମ୍ଭେମାନେ ନିଜ ନିଜ ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ। କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା ପାଳନ କରିବୁ।’ Se kapitlet |